BJDରୁ ବିଦା ହେଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର, ୨୯/୧୧: BJDରୁ ବିଦା ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ପ୍ରଦୀପ ପାଣିଗ୍ରାହୀ ବହିଷ୍କୃତ ହୋଇଛନ୍ତି। ଜନବିରୋଧୀ କାର୍ଯ୍ୟଯୋଗୁଁ ବହିଷ୍କୃତ ହୋଇଛନ୍ତି ପ୍ରଦୀପ ପାଣିଗ୍ରାହୀ। ପ୍ରଦୀପଙ୍କୁ ଦଳରୁ ବହିଷ୍କୃତ କରିିିଛନ୍ତି BJD ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।