OAS ଅଧତ୍କାରୀ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୧/୩ : OAS ଅଧତ୍କାରୀ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। କଳ୍ପତରୁ ବେହେରାଙ୍କୁ ସିଏମସିର ଅତିରିକ୍ତ କମିଶନର ପଦକୁ ବଦଳି କରାଯାଇଥିବା ବେଳେ
ଅବିନାଶ ରାଉତଙ୍କୁ ଏସସିବି ରେଜିଷ୍ଟ୍ରାର (ଆମିନିଷ୍ଟ୍ରେସନ) ଦାୟିତ୍ୱ ଦିଆଯାଇଛି।ସେହିପରି ଦିଲୀପ କୁମାର ମହାରଣା ସାଧାରଣ ପ୍ରଶାସନ ବିଭାଗ OSD, କ୍ଷୀରାବ୍ଦୀ ବେହେରାଙ୍କୁ ମାଲକାନଗିରି ଅତିରିକ୍ତ ପିଡି DRDA, ତ୍ରିନାଥ ମାଝୀଙ୍କୁ ମାଲକାନଗିରି ITDAର ପିଏ, ଫାଲ୍‌ଗୁନୀ ମାଝୀଙ୍କୁ ଗଜପତିର ITDA ପିଏ ଭାବେ ଦାୟିତ୍ୱ ଦିଆଯାଇଛି ।