ଏକଲବ୍ୟ ପୁରସ୍କାରରେ ସମ୍ମାନିତ ହେଲେ ଆନ୍ତର୍ଜାତିକ ମହିଳା ବ୍ୟାଡମିଣ୍ଟନ ଖେଳାଳି ଋତପର୍ଣ୍ଣା ପଣ୍ଡା

ଭୁବନେଶ୍ୱର, ୩/୧: ଆନ୍ତର୍ଜାତିକ ମହିଳା ବ୍ୟାଡମିଣ୍ଟନ ଖେଳାଳି ଋତପର୍ଣ୍ଣା ପଣ୍ଡାଙ୍କୁ ସମ୍ମାନଜନକ ଏକଲବ୍ୟ ପୁରସ୍କାରରେ ସମ୍ମାନିତ କରାଯାଇଛି। ତାଙ୍କୁ ପୁରସ୍କୃତ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍। ସେଠାରେ ପଦ୍ମଶ୍ରୀ ଦିଲୀପ ତିର୍କୀ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉପସ୍ଥିତ ଥିଲେ। ଇମ୍ଫା ଗ୍ରୁପ୍ର ପକ୍ଷରୁ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯାଇଛି ।