ଡିସେମ୍ବର ୩୧ ଯାଏ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ

ଭୁବନେଶ୍ୱର, ୬/୧୧: ଚଳିତବର୍ଷ ସ୍କୁଲ ବନ୍ଦ ରହିବ। ଡିସେମ୍ବର ୩୧ ଯାଏ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ଅନ୍‌ଲାଇନ୍‌ କ୍ଲାସ୍‌ ଜାରି ରହିବ । କରୋନାର ଦ୍ବିତୀୟ ଲହରୀକୁ ଦୃଷ୍ଟିରେ ରଖି ସରକାର ଏହିିିପରି ନିଷ୍ପତ୍ତି ନିଆଯାଇଛି।