ଆରପାରିରେ ସିଦ୍ଧାର୍ଥ ଶୁକ୍ଳା

ମୁମ୍ବାଇ, ୨/୯: ଅଭିନେତା ତଥା ବିିଗବସ ବିିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କ ଆଜି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ବୟସ ହୋଇଥିଲା। ତାଙ୍କର ହୃଦଘାତରେ ଦେହାନ୍ତ ହୋଇଛି। ମୁମ୍ବାଇ ସ୍ଥିତ କପୁର ହସ୍ପିଟାଲରେ ପରଲୋକ ଘଟିଛି। ଲୋକପ୍ରିୟ ଟେଲି ଅଭିନେତା ଥିଲେ ସିଦ୍ଧାର୍ଥ ।