ରାଜ୍ୟ କ୍ୟାବିନେଟରେ ୯ଟି ପ୍ରସ୍ତାବକୁ ମୋହର

ଭୁବନେଶ୍ୱର, ୧୦/୦୭: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା। ସେହି ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଆମ ଓଡିଶା ନବୀନ ଓଡିଶାକୁ କ୍ୟାବିନେଟ ମୋହର ।  ପ୍ରତି ପଞ୍ଚାୟତକୁ ମିଳିବ ସ୍ୱତନ୍ତ୍ର ଅନୁଦାନ । ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ପାଇଁ ମିଳିବ ମାଗଣା ଜମି । ସେହିପରି ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ କୁଇ ଭାଷାକୁ ସ୍ଥାନ ଦାବି ପ୍ରସ୍ତାବରେ ମୋହର ବାଜିଛି ।