ସୁପରଷ୍ଟାର ରଜନୀକାନ୍ତଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର

ଭୁବନେଶ୍ୱର, ୨୫/୧୦: ସୁପରଷ୍ଟାର ରଜନୀକାନ୍ତଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର ମିଳିଛି। ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରଜନୀକାନ୍ତଙ୍କୁ ଦାଦାସାହେବ ଫାଲ୍‌କେ ଆୱାର୍ଡ ପ୍ରଦାନ କରିଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ। ସେହିପରି ଧନୁଷ ଏବଂ ମନୋଜ ବାଜପେୟୀଙ୍କୁ  ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଥିବା ବେଳେ କଙ୍ଗନା ରାଣାୱତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପ୍ରଦାନ କରାଯାଇଛି।