ମହାପ୍ରଭୁଙ୍କ ଅଧରପଣା ନୀତି ଶେଷ ହେବା ପରେ କଣ କହିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରସାଶକ ?

ପୁରୀ, ୨୨/୭: ଗତକାଲି ସୁନାବେଶ ପରେ ଆଜି ମହାପ୍ରଭୁଙ୍କ ଅଧରପଣା ନୀତି । ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ହୋଇଛି…