କର୍ଲାପାଟ ଅଭୟାରଣ୍ୟରେ ଆଉ ଏକ ହାତୀର ମୃତ୍ୟୁ

ଭୁବନେଶ୍ୱର, ୧୪/୨: କର୍ଲାପାଟ ଅଭୟାରଣ୍ୟରେ ଆଉ ଏକ ମାଈ ହାତୀର ମୃତ୍ୟୁ ହୋଇଥିବା ଜଣାପଡିଛି। ହାତୀଟି ସେପ୍ଟିସେମିଆରେ ଆକ୍ରାନ୍ତ ହୋଇ ମରିଥିବା…