ମୁଖ୍ୟମନ୍ତ୍ରୀ ପଦରୁ ତ୍ରିବେନ୍ଦ୍ର ସିଂ ରାଓ୍ୱତଙ୍କ ଇସ୍ତଫା

ନୂଆଦିଲ୍ଲୀ,୯/୩: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ତ୍ରିବେନ୍ଦ୍ର ସିଂ ରାଓ୍ୱତ ଆଜି ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି। ସେ ଇସ୍ତଫା  ଦେଇଥିବା ନେଇ ସାମ୍ବାଦିକ ସମ୍ମିଳନୀରେ ତ୍ରିବେନ୍ଦ୍ର ସିଂ ରାଓ୍ୱତଙ୍କ ସୂଚନା ଦେଇଛନ୍ତି।