ରାଜ୍ୟରେ ଆଜି ୧୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୬/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୧୭ ଜଣଙ୍କ ଜୀବନ ନେଇଛି କରୋନା । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୧୨୧ କୁ ବୃଦ୍ଧି ପାଇଛି ।