ଭୁବନେଶ୍ୱର,୫/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୩ ଓ ସ୍ଥାନୀୟ ଅଞ୍ଚଳରୁ ୭୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୨୪୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୯,୪୬୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୩୧୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 4th December
New Positive Cases: 189
Of which 0-18 years: 25
In quarantine: 113
Local contacts: 76(Details of local contacts will be shared by concerned District)
1. Angul: 2
2. Balasore: 3
3. Bargarh: 1
4. Bhadrak: 1
5. Cuttack: 9
6. Deogarh: 2— I & PR Department, Odisha (@IPR_Odisha) December 5, 2021
New recoveries: 257
Cumulative tested: 24023955
Positive: 1050249
Recovered: 1039461
Active cases: 2313— I & PR Department, Odisha (@IPR_Odisha) December 5, 2021