ଭୁବନେଶ୍ୱର,୩୦/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ବୃଦ୍ଧି ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୧୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୨୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୯ ଓ ସ୍ଥାନୀୟ ଅଞ୍ଚଳରୁ ୮୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୦୯୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୩,୪୩୭ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୪୦୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 29th Sept
New Positive Cases: 203
Of which 0-18 years: 20
In quarantine: 119
Local contacts: 84(Details of local contacts will be shared by concerned District)
1. Angul: 1
2. Balasore: 12
3. Bargarh: 2
4. Bhadrak: 2
5. Balangir: 2
6. Cuttack: 19— I & PR Department, Odisha (@IPR_Odisha) September 30, 2022
24. Sambalpur: 12
25. Sonepur: 3
26. Sundargarh: 25
27. State Pool: 10New recoveries: 181
Cumulative tested: 33576833
Positive: 1334090
Recovered: 1323437
Active cases: 1407— I & PR Department, Odisha (@IPR_Odisha) September 30, 2022