ଭୁବନେଶ୍ୱର,୩/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୧୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୯,୮୬୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୮,୯୭୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୪୨୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 2nd December
New Positive Cases: 270
Of which 0-18 years: 57
In quarantine: 159
Local contacts: 111(Details of local contacts will be shared by concerned District)
1. Angul: 2
2. Balasore: 4
3. Bhadrak: 1
4. Balangir: 3
5. Cuttack: 16
6. Dhenkanal: 20— I & PR Department, Odisha (@IPR_Odisha) December 3, 2021
New recoveries: 276
Cumulative tested: 23904751
Positive: 1049867
Recovered: 1038971
Active cases: 2425— I & PR Department, Odisha (@IPR_Odisha) December 3, 2021