ଭୁବନେଶ୍ୱର, ୮/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୧୭ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୩,୭୪୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୨,୧୯୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩,୧୩୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 7th November
New Positive Cases: 276
Of which 0-18 years: 55
In quarantine: 159
Local contacts: 117(Details of local contacts will be shared by concerned District)
1. Balasore: 15
2. Bhadrak: 3
3. Balangir: 4
4. Cuttack: 17
5. Dhenkanal: 10
6. Gajapati: 8— I & PR Department, Odisha (@IPR_Odisha) November 8, 2021
18. Sundargarh: 5
19. State Pool: 31New recoveries: 347
Cumulative tested: 22471004
Positive: 1043745
Recovered: 1032197
Active cases: 3134— I & PR Department, Odisha (@IPR_Odisha) November 8, 2021