ଭୁବନେଶ୍ୱର, ୯/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୨୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୮ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୪,୦୪୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୨,୫୬୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩,୦୫୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 8th November
New Positive Cases: 296
Of which 0-18 years: 58
In quarantine: 174
Local contacts: 122(Details of local contacts will be shared by concerned District)
1. Balasore: 4
2. Bhadrak: 4
3. Balangir: 2
4. Cuttack: 23
5. Deogarh: 5
6. Dhenkanal: 1— I & PR Department, Odisha (@IPR_Odisha) November 9, 2021
21. Sundargarh: 23
22. State Pool: 36New recoveries: 369
Cumulative tested: 22524398
Positive: 1044041
Recovered: 1032566
Active cases: 3058— I & PR Department, Odisha (@IPR_Odisha) November 9, 2021