ରାଜ୍ୟରେ ଆଜି ୩୩ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୫/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୩୩ ଜଣଙ୍କ ଜୀବନ ନେଇଛି କରୋନା । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫୪୯ କୁ ବୃଦ୍ଧି ପାଇଛି ।