ରାଜ୍ୟରେ ଆଜି ୪୦ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୫/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୦ ଜଣଙ୍କ ଜୀବନ ନେଇଛି କରୋନା ।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୮୦୧ କୁ ବୃଦ୍ଧି ପାଇଛି ।