ରାଜ୍ୟରେ ଆଜି ୪୪ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧୦/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୪ ଜଣଙ୍କ ଜୀବନ ନେଇଛି କରୋନା ।   ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୧୬୭ କୁ ବୃଦ୍ଧି ପାଇଛି ।