ରାଜ୍ୟରେ ଆଜି ଆଉ ୬ ଜଣଙ୍କ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୨/୯:ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୨୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୪, କଟକ ଓ ଯାଜପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।