ରାଜ୍ୟରେ ଆଜି ୬୩ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧୨/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୬୩  ଜଣଙ୍କ ଜୀବନ ନେଇଛି କରୋନା । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୬୬୨ କୁ ବୃଦ୍ଧି ପାଇଛି ।