ରାଜ୍ୟରେ ଆଜି ୬୯ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୧/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୬୯ ଜଣଙ୍କ ଜୀବନ ନେଇଛି କରୋନା । ଏହାସହ  କରୋନାଜନିତ  ମୋଟ ମୃତ୍ୟୁ ସଂଖ୍ୟା ୫୨୪୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।