ଭୁବନେଶ୍ୱର, ୯/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୪୮ ଓ ସ୍ଥାନୀୟ ଅଞ୍ଚଳରୁ ୩୨୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୧୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୪,୩୩୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୯୯,୧୬୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭,୦୪୨ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 8th September
New Positive Cases: 771
Of which 0-18 years: 117
In quarantine: 448
Local contacts: 323(Details of local contacts will be shared by concerned Dist Administration)
District Wise Cases:
1. Angul: 16
2. Balasore: 41
3. Bargarh: 3
4. Bhadrak: 15— I & PR Department, Odisha (@IPR_Odisha) September 9, 2021
21. Nayagarh: 11
22. Nuapada: 1
23. Puri: 21
24. Rayagada: 11
25. Sambalpur: 17
26. Sundargarh: 13
27. State Pool: 76New recoveries: 574
Cumulative tested: 18664074
Positive: 1014338
Recovered: 999165
Active cases: 7042— I & PR Department, Odisha (@IPR_Odisha) September 9, 2021