ଭୁବନେଶ୍ୱର,୧୩/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୫୭ ଓ ସ୍ଥାନୀୟ ଅଞ୍ଚଳରୁ ୨୫୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬୮ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୩,୨୮୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୧୯,୭୬୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୨୦୩ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 12th October
New Positive Cases: 615
Of which 0-18 years: 68
In quarantine: 357
Local contacts: 258(Details of local contacts will be shared by concerned Dist Administration)
1. Angul: 4
2. Balasore: 12
3. Bargarh: 3
4. Bhadrak: 7
5. Boudh: 1— I & PR Department, Odisha (@IPR_Odisha) October 13, 2021
22. Sundargarh: 8
23. State Pool: 76New recoveries: 546
Cumulative tested: 20827920
Positive: 1033288
Recovered: 1019764
Active cases: 5203— I & PR Department, Odisha (@IPR_Odisha) October 13, 2021