ଭୁବନେଶ୍ୱର,୧୯/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୨୪ ଓ ସ୍ଥାନୀୟ ଅଞ୍ଚଳରୁ ୨୩୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୮୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୫,୯୭୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୨୨,୭୮୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୮୪୬ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 18th October
New Positive Cases: 556
Of which 0-18 years: 87
In quarantine: 324
Local contacts: 232(Details of local contacts will be shared by concerned Dist Administration)
1. Angul: 5
2. Balasore: 10
3. Bhadrak: 8
4. Balangir: 1
5. Boudh: 7— I & PR Department, Odisha (@IPR_Odisha) October 19, 2021
New recoveries: 530
Cumulative tested: 21175476
Positive: 1035973
Recovered: 1022780
Active cases: 4846— I & PR Department, Odisha (@IPR_Odisha) October 19, 2021