ଭୁବନେଶ୍ୱର, ୪/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭୩ ଓ ସ୍ଥାନୀୟ ଅଞ୍ଚଳରୁ ୫୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୪,୭୫୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୭୧୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 3rd March
New Positive Cases: 128
Of which 0-18 years: 22
In quarantine: 73
Local contacts: 55(Details of local contacts will be shared by concerned District)
1. Angul: 4
2. Balasore: 8
3. Cuttack: 4
4. Gajapati: 19
5. Jajpur: 2
6. Jharsuguda: 22— I & PR Department, Odisha (@IPR_Odisha) March 4, 2022
18. Sambalpur: 7
19. Sundargarh: 11
20. State Pool: 1New recoveries: 330
Cumulative tested: 29452024
Positive: 1285615
Recovered: 1274756
Active cases: 1715— I & PR Department, Odisha (@IPR_Odisha) March 4, 2022