ଭୁବନେଶ୍ୱର, ୨୦/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୨୧ ଓ ସ୍ଥାନୀୟ ଅଞ୍ଚଳରୁ ୨୩୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୧ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୬,୫୩୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୨୩,୩୯୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୭୮୫ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 19th October
New Positive Cases: 559
Of which 0-18 years: 71
In quarantine: 321
Local contacts: 238(Details of local contacts will be shared by concerned Dist Administration)
1. Angul: 2
2. Balasore: 12
3. Bargarh: 2
4. Bhadrak: 5
5. Balangir: 3— I & PR Department, Odisha (@IPR_Odisha) October 20, 2021
23. Sundargarh: 10
24. State Pool: 68New recoveries: 618
Cumulative tested: 21246062
Positive: 1036532
Recovered: 1023398
Active cases: 4785— I & PR Department, Odisha (@IPR_Odisha) October 20, 2021