ଭୁବନେଶ୍ୱର,୨୫/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୭୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୧ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୮,୮୩୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୨୫,୯୧୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୫୫୪ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 24th October
New Positive Cases: 425
Of which 0-18 years: 71
In quarantine: 249
Local contacts: 176(Details of local contacts will be shared by concerned Dist Administration)
1. Angul: 2
2. Balasore: 15
3. Bhadrak: 11
4. Cuttack: 40
5. Deogarh: 6— I & PR Department, Odisha (@IPR_Odisha) October 25, 2021
23. Sundargarh: 3
24. State Pool: 45New recoveries: 410
Cumulative tested: 21585133
Positive: 1038836
Recovered: 1025917
Active cases: 4554— I & PR Department, Odisha (@IPR_Odisha) October 25, 2021