ଭୁବନେଶ୍ୱର, ୭/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୮୬ ଓ ସ୍ଥାନୀୟ ଅଞ୍ଚଳରୁ ୧୩୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୮ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୩,୪୬୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୧,୮୫୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩,୨୦୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 6th November
New Positive Cases: 318
Of which 0-18 years: 58
In quarantine: 186
Local contacts: 132(Details of local contacts will be shared by concerned District)
1. Angul: 4
2. Balasore: 14
3. Bhadrak: 6
4. Balangir: 3
5. Cuttack: 31
6. Deogarh: 1— I & PR Department, Odisha (@IPR_Odisha) November 7, 2021
24. Sundargarh: 10
25. State Pool: 31New recoveries: 425
Cumulative tested: 22411230
Positive: 1043469
Recovered: 1031850
Active cases: 3209— I & PR Department, Odisha (@IPR_Odisha) November 7, 2021