ଭୁବନେଶ୍ୱର, ୧୦/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୬୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୪,୪୨୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୩,୦୨୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୯୮୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 9th November
New Positive Cases: 387
Of which 0-18 years: 75
In quarantine: 223
Local contacts: 164(Details of local contacts will be shared by concerned District)
1. Angul: 2
2. Balasore: 9
3. Bargarh: 2
4. Bhadrak: 1
5. Balangir: 2
6. Cuttack: 33— I & PR Department, Odisha (@IPR_Odisha) November 10, 2021
24. Sonepur: 1
25. Sundargarh: 6
26. State Pool: 43New recoveries: 461
Cumulative tested: 22588700
Positive: 1044428
Recovered: 1033027
Active cases: 2980— I & PR Department, Odisha (@IPR_Odisha) November 10, 2021