ଭୁବନେଶ୍ୱର, ୧୯/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୦୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୬,୫୫୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୫,୬୧୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୫୦୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 18th November
New Positive Cases: 242
Of which 0-18 years: 45
In quarantine: 141
Local contacts: 101(Details of local contacts will be shared by concerned District)
1. Angul: 1
2. Balasore: 7
3. Bargarh: 6
4. Bhadrak: 2
5. Cuttack: 18
6. Jagatsinghpur: 3— I & PR Department, Odisha (@IPR_Odisha) November 19, 2021
New recoveries: 351
Cumulative tested: 23120658
Positive: 1046559
Recovered: 1035613
Active cases: 2504— I & PR Department, Odisha (@IPR_Odisha) November 19, 2021