ଭୁବନେଶ୍ୱର, ୨୨/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୭୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୧୭୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୬,୫୦୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୨୨୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 21st November
New Positive Cases: 171
Of which 0-18 years: 34
In quarantine: 98
Local contacts: 73(Details of local contacts will be shared by concerned District)
1. Angul: 1
2. Balasore: 5
3. Bargarh: 1
4. Boudh: 3
5. Cuttack: 10
6. Dhenkanal: 1— I & PR Department, Odisha (@IPR_Odisha) November 22, 2021
New recoveries: 271
Cumulative tested: 23286290
Positive: 1047174
Recovered: 1036501
Active cases: 2226— I & PR Department, Odisha (@IPR_Odisha) November 22, 2021