ଭୁବନେଶ୍ୱର, ୨୪/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୬୬ ଓ ସ୍ଥାନୀୟ ଅଞ୍ଚଳରୁ ୧୨୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୩ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୬୭୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୭,୦୦୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୨୨୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 23rd November
New Positive Cases: 288
Of which 0-18 years: 53
In quarantine: 166
Local contacts: 122(Details of local contacts will be shared by concerned Dist)
1. Bargarh: 1
2. Bhadrak: 7
3. Balangir: 3
4. Boudh: 1
5. Cuttack: 21
6. Deogarh: 1— I & PR Department, Odisha (@IPR_Odisha) November 24, 2021
22. Sundargarh: 11
23. State Pool: 27New recoveries: 255
Cumulative tested: 23391979
Positive: 1047674
Recovered: 1037001
Active cases: 2221— I & PR Department, Odisha (@IPR_Odisha) November 24, 2021