ଭୁବନେଶ୍ୱର, ୨୫/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୯୭ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୦୦୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୭,୧୫୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୪୦୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 24th November
New Positive Cases: 335
Of which 0-18 years: 47
In quarantine: 197
Local contacts: 138(Details of local contacts will be shared by concerned District)
1. Angul: 1
2. Balasore: 13
3. Bargarh: 3
4. Bhadrak: 3
5. Boudh: 2
6. Cuttack: 21— I & PR Department, Odisha (@IPR_Odisha) November 25, 2021
New recoveries: 151
Cumulative tested: 23454598
Positive: 1048009
Recovered: 1037152
Active cases: 2403— I & PR Department, Odisha (@IPR_Odisha) November 25, 2021