ଭୁବନେଶ୍ୱର, ୨୭/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୪ ଓ ସ୍ଥାନୀୟ ଅଞ୍ଚଳରୁ ୧୧୦ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୧ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୪୯୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୭,୬୦୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୪୨୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 26th November
New Positive Cases: 264
Of which 0-18 years: 41
In quarantine: 154
Local contacts: 110(Details of local contacts will be shared by concerned District)
1. Angul: 2
2. Balasore: 5
3. Bargarh: 4
4. Bhadrak: 1
5. Cuttack: 14
6. Deogarh: 2— I & PR Department, Odisha (@IPR_Odisha) November 27, 2021
New recoveries: 222
Cumulative tested: 23569347
Positive: 1048492
Recovered: 1037609
Active cases: 2424— I & PR Department, Odisha (@IPR_Odisha) November 27, 2021