ଭୁବନେଶ୍ୱର,୮/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୨ ଓ ସ୍ଥାନୀୟ ଅଞ୍ଚଳରୁ ୧୦୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୭୬୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୦,୧୩୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୧୪୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 7th December
New Positive Cases: 255
Of which 0-18 years: 54
In quarantine: 152
Local contacts: 103(Details of local contacts will be shared by concerned District)
1. Angul: 14
2. Bhadrak: 2
3. Balangir: 2
4. Cuttack: 12
5. Dhenkanal: 2
6. Gajapati: 2— I & PR Department, Odisha (@IPR_Odisha) December 8, 2021
New recoveries: 218
Cumulative tested: 24179797
Positive: 1050760
Recovered: 1040139
Active cases: 2142— I & PR Department, Odisha (@IPR_Odisha) December 8, 2021