ଭୁବନେଶ୍ୱର,୧୧/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୦୨ ଓ ସ୍ଥାନୀୟ ଅଞ୍ଚଳରୁ ୭୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୧ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୧,୪୧୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୦,୯୨୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୦୦୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 10th December
New Positive Cases: 173
Of which 0-18 years: 21
In quarantine: 102
Local contacts: 71(Details of local contacts will be shared by concerned District)
1. Balasore: 3
2. Bargarh: 3
3. Bhadrak: 1
4. Balangir: 1
5. Cuttack: 4
6. Deogarh: 1— I & PR Department, Odisha (@IPR_Odisha) December 11, 2021
New recoveries: 307
Cumulative tested: 24357781
Positive: 1051414
Recovered: 1040927
Active cases: 2001— I & PR Department, Odisha (@IPR_Odisha) December 11, 2021