ଭୁବନେଶ୍ୱର,୧୪/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୦୧ ଓ ସ୍ଥାନୀୟ ଅଞ୍ଚଳରୁ ୭୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୧,୯୨୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୧,୫୩୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୯୦୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 13th December
New Positive Cases: 175
Of which 0-18 years: 30
In quarantine: 101
Local contacts: 74(Details of local contacts will be shared by concerned District)
1. Balasore: 1
2. Bhadrak: 1
3. Cuttack: 12
4. Deogarh: 1
5. Dhenkanal: 1
6. Gajapati: 3— I & PR Department, Odisha (@IPR_Odisha) December 14, 2021
New recoveries: 171
Cumulative tested: 24521645
Positive: 1051927
Recovered: 1041536
Active cases: 1901— I & PR Department, Odisha (@IPR_Odisha) December 14, 2021