ଭୁବନେଶ୍ୱର,୧୫/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୨୭ ଓ ସ୍ଥାନୀୟ ଅଞ୍ଚଳରୁ ୯୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୮ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୨,୧୪୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୧,୭୨୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୯୨୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 14th December
New Positive Cases: 218
Of which 0-18 years: 28
In quarantine: 127
Local contacts: 91(Details of local contacts will be shared by concerned District)
1. Angul: 2
2. Balasore: 1
3. Bhadrak: 1
4. Cuttack: 15
5. Deogarh: 2
6. Ganjam: 5— I & PR Department, Odisha (@IPR_Odisha) December 15, 2021
New recoveries: 192
Cumulative tested: 24583409
Positive: 1052145
Recovered: 1041728
Active cases: 1925— I & PR Department, Odisha (@IPR_Odisha) December 15, 2021