ଭୁବନେଶ୍ୱର,୧୬/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୭୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୨,୩୧୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୧,୮୩୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୯୮୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 15th December
New Positive Cases: 173
Of which 0-18 years: 26
In quarantine: 98
Local contacts: 75(Details of local contacts will be shared by concerned District)
1. Angul: 1
2. Balasore: 3
3. Bhadrak: 2
4. Boudh: 1
5. Cuttack: 12
6. Deogarh: 6— I & PR Department, Odisha (@IPR_Odisha) December 16, 2021
New recoveries: 108
Cumulative tested: 24648398
Positive: 1052318
Recovered: 1041836
Active cases: 1989— I & PR Department, Odisha (@IPR_Odisha) December 16, 2021