ଭୁବନେଶ୍ୱର, ୨୩/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୧ ଓ ସ୍ଥାନୀୟ ଅଞ୍ଚଳରୁ ୬୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୩,୫୦୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୩,୨୧୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୭୮୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 22nd December
New Positive Cases: 155
Of which 0-18 years: 32
In quarantine: 91
Local contacts: 64(Details of local contacts will be shared by concerned District)
1. Angul: 1
2. Balasore: 1
3. Cuttack: 8
4. Deogarh: 7
5. Dhenkanal: 1
6. Ganjam: 4— I & PR Department, Odisha (@IPR_Odisha) December 23, 2021
New recoveries: 174
Cumulative tested: 25053848
Positive: 1053504
Recovered: 1043219
Active cases: 1784— I & PR Department, Odisha (@IPR_Odisha) December 23, 2021