ଭୁବନେଶ୍ୱର, ୨୫/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭୫ ଓ ସ୍ଥାନୀୟ ଅଞ୍ଚଳରୁ ୪୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୩,୭୬୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୩,୬୦୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୬୬୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 24th December
New Positive Cases: 124
Of which 0-18 years: 17
In quarantine: 75
Local contacts: 49(Details of local contacts will be shared by concerned District)
1. Angul: 2
2. Balasore: 3
3. Bargarh: 6
4. Bhadrak: 3
5. Balangir: 1
6. Cuttack: 8— I & PR Department, Odisha (@IPR_Odisha) December 25, 2021
New recoveries: 210
Cumulative tested: 25174522
Positive: 1053769
Recovered: 1043601
Active cases: 1664— I & PR Department, Odisha (@IPR_Odisha) December 25, 2021