ଭୁବନେଶ୍ୱର, ୨୬/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୭ ଓ ସ୍ଥାନୀୟ ଅଞ୍ଚଳରୁ ୪୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୩,୮୮୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୩,୭୮୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୫୯୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Jajpur: 2
8. Jharsuguda: 2
9. Kendrapada: 3
10. Khurda: 56
11. Mayurbhanj: 1
12. Nayagarh: 1
13. Puri: 2
14. Rayagada: 1
15. Sambalpur: 3
16. Sundargarh: 5
17. State Pool: 12New recovery: 181
Cumulative tested: 25228730
Positive: 1053881
Recovered: 1043782
Active cases: 1594— I & PR Department, Odisha (@IPR_Odisha) December 26, 2021