ଭୁବନେଶ୍ୱର, ୩୦/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୩୨ ଓ ସ୍ଥାନୀୟ ଅଞ୍ଚଳରୁ ୯୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୪,୬୦୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୪,୪୪୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୬୫୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 29th December
New Positive Cases: 225
Of which 0-18 years: 37
In quarantine: 132
Local contacts: 93(Details of local contacts will be shared by concerned District)
1. Balasore: 12
2. Bargarh: 2
3. Bhadrak: 2
4. Balangir: 3
5. Cuttack: 11
6. Deogarh: 5— I & PR Department, Odisha (@IPR_Odisha) December 30, 2021
New recoveries: 165
Cumulative tested: 25461138
Positive: 1054606
Recovered: 1044443
Active cases: 1652— I & PR Department, Odisha (@IPR_Odisha) December 30, 2021