ଭୁବନେଶ୍ୱର, ୩୧/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୩୧ ଓ ସ୍ଥାନୀୟ ଅଞ୍ଚଳରୁ ୯୭ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୪,୮୩୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୪,୫୯୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୭୨୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 30th December
New Positive Cases: 228
Of which 0-18 years: 32
In quarantine: 131
Local contacts: 97(Details of local contacts will be shared by concerned District)
1. Angul: 2
2. Balasore: 1
3. Bhadrak: 2
4. Balangir: 1
5. Boudh: 2
6. Cuttack: 12— I & PR Department, Odisha (@IPR_Odisha) December 31, 2021
24. Sundargarh: 15
25. State Pool: 26New recoveries: 151
Cumulative tested: 25522415
Positive: 1054834
Recovered: 1044594
Active cases: 1727— I & PR Department, Odisha (@IPR_Odisha) December 31, 2021