ଭୁବନେଶ୍ୱର, ୨୮/୨: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୭୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୦୩୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୩,୩୦୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୬୧୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 27th Feb
New Positive Cases: 171
Of which 0-18 years: 34
In quarantine: 98
Local contacts: 73(Details of local contacts will be shared by concerned District)
1. Angul: 5
2. Balasore: 1
3. Bargarh: 2
4. Bhadrak: 3
5. Balangir: 2
6. Boudh: 1
7. Cuttack: 6— I & PR Department, Odisha (@IPR_Odisha) February 28, 2022
25. Sundargarh: 7
26. State Pool: 5New recoveries: 382
Cumulative tested: 29263056
Positive: 1285038
Recovered: 1273304
Active cases: 2610— I & PR Department, Odisha (@IPR_Odisha) February 28, 2022