ଭୁବନେଶ୍ୱର, ୫/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୮୪ ଓ ସ୍ଥାନୀୟ ଅଞ୍ଚଳରୁ ୬୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୭୬୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୫,୦୧୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୫୯୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 4th March
New Positive Cases: 145
Of which 0-18 years: 37
In quarantine: 84
Local contacts: 61(Details of local contacts will be shared by concerned District)
1. Angul: 5
2. Balasore: 12
3. Bhadrak: 1
4. Balangir: 2
5. Boudh: 4
6. Cuttack: 4
7. Deogarh: 1— I & PR Department, Odisha (@IPR_Odisha) March 5, 2022
New recoveries: 263
Cumulative tested: 29501488
Positive: 1285760
Recovered: 1275019
Active cases: 1590— I & PR Department, Odisha (@IPR_Odisha) March 5, 2022