ଭୁବନେଶ୍ୱର,୧୫/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୭ ଓ ସ୍ଥାନୀୟ ଅଞ୍ଚଳରୁ ୩୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୭୭୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୬,୭୮୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮୨୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 14th March
New Positive Cases: 78
Of which 0-18 years: 20
In quarantine: 47
Local contacts: 31(Details of local contacts will be shared by concerned District)
1. Angul: 2
2. Balasore: 1
3. Balangir: 2
4. Cuttack: 1
5. Deogarh: 1
6. Gajapati: 8— I & PR Department, Odisha (@IPR_Odisha) March 15, 2022
New recoveries: 107
Cumulative tested: 29964608
Positive: 1286772
Recovered: 1276782
Active cases: 822— I & PR Department, Odisha (@IPR_Odisha) March 15, 2022