ଭୁବନେଶ୍ୱର, ୧୬/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୫ ଓ ସ୍ଥାନୀୟ ଅଞ୍ଚଳରୁ ୩୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୮୫୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୬,୯୩୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭୫୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 15th March
New Positive Cases: 80
Of which 0-18 years: 12
In quarantine: 45
Local contacts: 35(Details of local contacts will be shared by concerned District)
1. Balasore: 5
2. Bargarh: 1
3. Balangir: 4
4. Boudh: 2
5. Cuttack: 3
6. Deogarh: 3— I & PR Department, Odisha (@IPR_Odisha) March 16, 2022
New recoveries: 152
Cumulative tested: 30011403
Positive: 1286852
Recovered: 1276934
Active cases: 750— I & PR Department, Odisha (@IPR_Odisha) March 16, 2022