ଭୁବନେଶ୍ୱର, ୧୯/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୨ ଓ ସ୍ଥାନୀୟ ଅଞ୍ଚଳରୁ ୩୦ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୧୦୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୭,୨୭୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୬୬୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 18th March
New positive Cases s: 72
Of which 0-18 years: 15
In quarantine: 42
Local contacts: 30(Details of local contacts will be shared by concerned District)
1. Balasore: 1
2. Bargarh: 1
3. Bhadrak: 1
4. Balangir: 4
5. Boudh: 1
6. Cuttack: 2— I & PR Department, Odisha (@IPR_Odisha) March 19, 2022
New recoveries: 118
Cumulative tested: 30150636
Positive: 1287108
Recovered: 1277271
Active cases: 668— I & PR Department, Odisha (@IPR_Odisha) March 19, 2022